ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ବଂଶାବଳୀ
1. ହାରୋଣ-ସନ୍ତାନଗଣର ପାଳିର ବୃତ୍ତାନ୍ତ । ହାରୋଣଙ୍କର ପୁତ୍ର ନାଦବ୍ ଓ ଅବୀହୂ ଓ ଇଲୀୟାସର ଓ ଈଥାମର ।
2. ମାତ୍ର ନାଦବ୍ ଓ ଅବୀହୂ ଆପଣାମାନଙ୍କ ପିତାଙ୍କ ଆଗେ ମଲେ ଓ ସେମାନଙ୍କର ସନ୍ତାନ ନ ଥିଲା; ଏହେତୁ ଇଲୀୟାସର ଓ ଈଥାମର ଯାଜକର କାର୍ଯ୍ୟ କଲେ ।
3. ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ୍ ଓ ଈଥାମରର ସନ୍ତାନ ଅହୀମେଲକ୍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ ।
4. ପୁଣି ଈଥାମରର ସନ୍ତାନଗଣ ଅପେକ୍ଷା ଇଲୀୟାସରର ସନ୍ତାନଗଣ ମଧ୍ୟରେ ଅନେକ ପ୍ରଧାନ ପୁରୁଷ ଥିଲେ; ସେମାନେ ଏହିରୂପେ ବିଭକ୍ତ ହେଲେ, ଯଥା, ଇଲୀୟାସରର ସନ୍ତାନଗଣ ମଧ୍ୟରେ ଷୋଳ ଜଣ ପିତୃବଂଶପ୍ରଧାନ ଥିଲେ; ଆଉ ଈଥାମରର ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃବଂଶାନୁସାରେ ଆଠ ଜଣ ଥିଲେ ।
5. ଏହିରୂପେ ସେମାନେ ଅବଶେଷରେ ଗୁଲିବାଣ୍ଟ ଦ୍ଵାରା ବିଭକ୍ତ କରାଗଲେ; କାରଣ ଇଲୀୟାସର ଓ ଈଥାମର, ଉଭୟର ସନ୍ତାନଗଣ ମଧ୍ୟରୁ ପବିତ୍ର-ସ୍ଥାନର ଅଧିପତି ଓ ପରମେଶ୍ଵରଙ୍କ ଗୃହର ଅଧିପତି ହେଲେ ।
6. ପୁଣି ରାଜାଙ୍କର ଓ ଅଧିପତିମାନଙ୍କର ଓ ସାଦୋକ ଯାଜକର ଓ ଅବୀୟାଥରର ପୁତ୍ର ଅହୀମେଲକ୍ର ଓ ଯାଜକୀୟ ଓ ଲେବୀୟ ପିତୃବଂଶପ୍ରଧାନମାନଙ୍କ ସାକ୍ଷାତରେ ଲେବୀ-ବଂଶଜାତ ନଥନେଲର ପୁତ୍ର ଶମୟୀୟ ଲେଖକ ସେମାନଙ୍କ ନାମ ଲେଖିଲା; ଇଲୀୟାସର ନିମନ୍ତେ ଏକ ପିତୃବଂଶ ଓ ଈଥାମର ନିମନ୍ତେ ଏକ ପିତୃବଂଶ ଗ୍ରହଣ କରାଗଲା ।
7. ପ୍ରଥମ ଗୁଲିବାଣ୍ଟ ଯିହୋୟାରୀବ ପାଇଁ ଉଠିଲା, ଦ୍ଵିତୀୟ ଯିଦୟୀୟ ପାଇଁ;
8. ତୃତୀୟ ହାରୀମ୍ ପାଇଁ, ଚତୁର୍ଥ ସୀୟୋରୀମ୍ ପାଇଁ;
9. ପଞ୍ଚମ ମଲ୍‍କୀୟ ପାଇଁ; ଷଷ୍ଠ ମୀୟାମୀନ୍ ପାଇଁ;
10. ସପ୍ତମ ହକ୍କୋସ୍ ପାଇଁ, ଅଷ୍ଟମ ଅବୀୟା ପାଇଁ;
11. ନବମ ଯେଶୂୟ ପାଇଁ; ଦଶମ ଶଖନୀୟ ପାଇଁ;
12. ଏକାଦଶ ଇଲୀୟାଶୀବ ପାଇଁ, ଦ୍ଵାଦଶ ଯାକୀମ୍ ପାଇଁ;
13. ତ୍ରୟୋଦଶ ହୁଷ୍ପ ପାଇଁ, ଚତୁର୍ଦ୍ଦଶ ଯେଶବା ପାଇଁ;
14. ପଞ୍ଚଦଶ ବିଲ୍ଗା ପାଇଁ, ଷୋଡ଼ଶ ଇମ୍ମେର ପାଇଁ;
15. ସପ୍ତଦଶ ହେଷୀର୍ ପାଇଁ, ଅଷ୍ଟାଦଶ ହିପ୍ପି ପାଇଁ;
16. ଊନବିଂଶ ପଥାହୀୟ ପାଇଁ, ବିଂଶ ଯିହିଷ୍କେଲ ପାଇଁ;
17. ଏକବିଂଶ ଯାଖୀନ୍ ପାଇଁ, ଦ୍ଵାବିଂଶ ଗାମୂଲ୍ ପାଇଁ;
18. ତ୍ରୟୋବିଂଶ ଦଲାୟ ପାଇଁ, ଚତୁର୍ବିଂଶ ମାସୀୟ ପାଇଁ ଉଠିଲା ।
19. ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଆଜ୍ଞାନୁସାରେ ସେମାନଙ୍କ ପିତା ହାରୋଣଙ୍କ ଦ୍ଵାରା ସେମାନଙ୍କ ପାଇଁ ନିରୂପିତ ବିଧି ଅନୁଯାୟୀ ସଦାପ୍ରଭୁଙ୍କ ଗୃହରେ ଉପସ୍ଥିତ ହେବା ବିଷୟରେ ସେମାନଙ୍କ ସେବାକର୍ମ ନିମନ୍ତେ ଏହି ଶ୍ରେଣୀ ହେଲା ।
20. ଲେବୀର ଅବଶିଷ୍ଟ ସନ୍ତାନମାନଙ୍କ କଥା । ଅମ୍ରାମ୍ର ସନ୍ତାନମାନଙ୍କ ମଧ୍ୟରେ ଶୂୟେଲ; ଶବୂୟେଲର ସନ୍ତାନମାନଙ୍କ ମଧ୍ୟରେ ଯେହଦୀୟ ।
21. ରହବୀୟର କଥା; ରହବୀୟ-ସନ୍ତାନଗଣ ମଧ୍ୟରେ ଯିଶୀୟ ପ୍ରଧାନ ।
22. ଯିଶ୍ହରୀୟମାନଙ୍କ ମଧ୍ୟରେ ଶଲୋମୀତ୍; ଶଲୋମୀତ୍ର ପୁତ୍ରମାନଙ୍କ ମଧ୍ୟରେ ଯହତ୍ ।
23. ହିବ୍ରୋଣର ପୁତ୍ର ଯିରିୟ ପ୍ରଥମ, ଦ୍ଵିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍ମୀୟାମ୍ ।
24. ଉଷୀୟେଲର ପୁତ୍ର ମୀଖା; ମୀଖାର ପୁତ୍ରମାନଙ୍କ ମଧ୍ୟରେ ଶାମୀର୍ ।
25. ମୀଖାର ଭ୍ରାତା ଯିଶୀୟ; ଯିଶୀୟର ପୁତ୍ରମାନଙ୍କ ମଧ୍ୟରେ ଜିଖରୀୟ ।
26. ମରାରିର ପୁତ୍ର ମହଲି ଓ ମୂଶି; ଯାସୀୟର ପୁତ୍ର ବିନୋ ।
27. ମରାରିର ସନ୍ତାନଗଣ; ଯାସୀୟର ପୁତ୍ର ବିନୋ ଓ ଶୋହମ୍ ଓ ସକ୍କୁର୍ ଓ ଇବ୍ରି ।
28. ମହଲିର ପୁତ୍ର ଇଲୀୟାସର, ଏହାର ପୁତ୍ର ନ ଥିଲେ ।
29. କୀଶ୍ର କଥା; କୀଶ୍ର ପୁତ୍ର ଯିରହମେଲ୍ ।
30. ପୁଣି ମୂଶିର ପୁତ୍ର ମହଲି ଓ ଏଦର ଓ ଯିରେମୋତ୍ । ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ ।
31. ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା ଓ ସାଦୋକ ଓ ଅହୀମେଲକ୍, ପୁଣି ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା ।

Notes

No Verse Added

Total 29 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 24 / 29
ପ୍ରଥମ ବଂଶାବଳୀ 24:6
1 ହାରୋଣ-ସନ୍ତାନଗଣର ପାଳିର ବୃତ୍ତାନ୍ତ । ହାରୋଣଙ୍କର ପୁତ୍ର ନାଦବ୍ ଓ ଅବୀହୂ ଓ ଇଲୀୟାସର ଓ ଈଥାମର । 2 ମାତ୍ର ନାଦବ୍ ଓ ଅବୀହୂ ଆପଣାମାନଙ୍କ ପିତାଙ୍କ ଆଗେ ମଲେ ଓ ସେମାନଙ୍କର ସନ୍ତାନ ନ ଥିଲା; ଏହେତୁ ଇଲୀୟାସର ଓ ଈଥାମର ଯାଜକର କାର୍ଯ୍ୟ କଲେ । 3 ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ୍ ଓ ଈଥାମରର ସନ୍ତାନ ଅହୀମେଲକ୍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ । 4 ପୁଣି ଈଥାମରର ସନ୍ତାନଗଣ ଅପେକ୍ଷା ଇଲୀୟାସରର ସନ୍ତାନଗଣ ମଧ୍ୟରେ ଅନେକ ପ୍ରଧାନ ପୁରୁଷ ଥିଲେ; ସେମାନେ ଏହିରୂପେ ବିଭକ୍ତ ହେଲେ, ଯଥା, ଇଲୀୟାସରର ସନ୍ତାନଗଣ ମଧ୍ୟରେ ଷୋଳ ଜଣ ପିତୃବଂଶପ୍ରଧାନ ଥିଲେ; ଆଉ ଈଥାମରର ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃବଂଶାନୁସାରେ ଆଠ ଜଣ ଥିଲେ । 5 ଏହିରୂପେ ସେମାନେ ଅବଶେଷରେ ଗୁଲିବାଣ୍ଟ ଦ୍ଵାରା ବିଭକ୍ତ କରାଗଲେ; କାରଣ ଇଲୀୟାସର ଓ ଈଥାମର, ଉଭୟର ସନ୍ତାନଗଣ ମଧ୍ୟରୁ ପବିତ୍ର-ସ୍ଥାନର ଅଧିପତି ଓ ପରମେଶ୍ଵରଙ୍କ ଗୃହର ଅଧିପତି ହେଲେ । 6 ପୁଣି ରାଜାଙ୍କର ଓ ଅଧିପତିମାନଙ୍କର ଓ ସାଦୋକ ଯାଜକର ଓ ଅବୀୟାଥରର ପୁତ୍ର ଅହୀମେଲକ୍ର ଓ ଯାଜକୀୟ ଓ ଲେବୀୟ ପିତୃବଂଶପ୍ରଧାନମାନଙ୍କ ସାକ୍ଷାତରେ ଲେବୀ-ବଂଶଜାତ ନଥନେଲର ପୁତ୍ର ଶମୟୀୟ ଲେଖକ ସେମାନଙ୍କ ନାମ ଲେଖିଲା; ଇଲୀୟାସର ନିମନ୍ତେ ଏକ ପିତୃବଂଶ ଓ ଈଥାମର ନିମନ୍ତେ ଏକ ପିତୃବଂଶ ଗ୍ରହଣ କରାଗଲା । 7 ପ୍ରଥମ ଗୁଲିବାଣ୍ଟ ଯିହୋୟାରୀବ ପାଇଁ ଉଠିଲା, ଦ୍ଵିତୀୟ ଯିଦୟୀୟ ପାଇଁ; 8 ତୃତୀୟ ହାରୀମ୍ ପାଇଁ, ଚତୁର୍ଥ ସୀୟୋରୀମ୍ ପାଇଁ; 9 ପଞ୍ଚମ ମଲ୍‍କୀୟ ପାଇଁ; ଷଷ୍ଠ ମୀୟାମୀନ୍ ପାଇଁ; 10 ସପ୍ତମ ହକ୍କୋସ୍ ପାଇଁ, ଅଷ୍ଟମ ଅବୀୟା ପାଇଁ; 11 ନବମ ଯେଶୂୟ ପାଇଁ; ଦଶମ ଶଖନୀୟ ପାଇଁ; 12 ଏକାଦଶ ଇଲୀୟାଶୀବ ପାଇଁ, ଦ୍ଵାଦଶ ଯାକୀମ୍ ପାଇଁ; 13 ତ୍ରୟୋଦଶ ହୁଷ୍ପ ପାଇଁ, ଚତୁର୍ଦ୍ଦଶ ଯେଶବା ପାଇଁ; 14 ପଞ୍ଚଦଶ ବିଲ୍ଗା ପାଇଁ, ଷୋଡ଼ଶ ଇମ୍ମେର ପାଇଁ; 15 ସପ୍ତଦଶ ହେଷୀର୍ ପାଇଁ, ଅଷ୍ଟାଦଶ ହିପ୍ପି ପାଇଁ; 16 ଊନବିଂଶ ପଥାହୀୟ ପାଇଁ, ବିଂଶ ଯିହିଷ୍କେଲ ପାଇଁ; 17 ଏକବିଂଶ ଯାଖୀନ୍ ପାଇଁ, ଦ୍ଵାବିଂଶ ଗାମୂଲ୍ ପାଇଁ; 18 ତ୍ରୟୋବିଂଶ ଦଲାୟ ପାଇଁ, ଚତୁର୍ବିଂଶ ମାସୀୟ ପାଇଁ ଉଠିଲା । 19 ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଆଜ୍ଞାନୁସାରେ ସେମାନଙ୍କ ପିତା ହାରୋଣଙ୍କ ଦ୍ଵାରା ସେମାନଙ୍କ ପାଇଁ ନିରୂପିତ ବିଧି ଅନୁଯାୟୀ ସଦାପ୍ରଭୁଙ୍କ ଗୃହରେ ଉପସ୍ଥିତ ହେବା ବିଷୟରେ ସେମାନଙ୍କ ସେବାକର୍ମ ନିମନ୍ତେ ଏହି ଶ୍ରେଣୀ ହେଲା । 20 ଲେବୀର ଅବଶିଷ୍ଟ ସନ୍ତାନମାନଙ୍କ କଥା । ଅମ୍ରାମ୍ର ସନ୍ତାନମାନଙ୍କ ମଧ୍ୟରେ ଶୂୟେଲ; ଶବୂୟେଲର ସନ୍ତାନମାନଙ୍କ ମଧ୍ୟରେ ଯେହଦୀୟ । 21 ରହବୀୟର କଥା; ରହବୀୟ-ସନ୍ତାନଗଣ ମଧ୍ୟରେ ଯିଶୀୟ ପ୍ରଧାନ । 22 ଯିଶ୍ହରୀୟମାନଙ୍କ ମଧ୍ୟରେ ଶଲୋମୀତ୍; ଶଲୋମୀତ୍ର ପୁତ୍ରମାନଙ୍କ ମଧ୍ୟରେ ଯହତ୍ । 23 ହିବ୍ରୋଣର ପୁତ୍ର ଯିରିୟ ପ୍ରଥମ, ଦ୍ଵିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍ମୀୟାମ୍ । 24 ଉଷୀୟେଲର ପୁତ୍ର ମୀଖା; ମୀଖାର ପୁତ୍ରମାନଙ୍କ ମଧ୍ୟରେ ଶାମୀର୍ । 25 ମୀଖାର ଭ୍ରାତା ଯିଶୀୟ; ଯିଶୀୟର ପୁତ୍ରମାନଙ୍କ ମଧ୍ୟରେ ଜିଖରୀୟ । 26 ମରାରିର ପୁତ୍ର ମହଲି ଓ ମୂଶି; ଯାସୀୟର ପୁତ୍ର ବିନୋ । 27 ମରାରିର ସନ୍ତାନଗଣ; ଯାସୀୟର ପୁତ୍ର ବିନୋ ଓ ଶୋହମ୍ ଓ ସକ୍କୁର୍ ଓ ଇବ୍ରି । 28 ମହଲିର ପୁତ୍ର ଇଲୀୟାସର, ଏହାର ପୁତ୍ର ନ ଥିଲେ । 29 କୀଶ୍ର କଥା; କୀଶ୍ର ପୁତ୍ର ଯିରହମେଲ୍ । 30 ପୁଣି ମୂଶିର ପୁତ୍ର ମହଲି ଓ ଏଦର ଓ ଯିରେମୋତ୍ । ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ । 31 ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା ଓ ସାଦୋକ ଓ ଅହୀମେଲକ୍, ପୁଣି ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା ।
Total 29 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 24 / 29
Common Bible Languages
West Indian Languages
×

Alert

×

oriya Letters Keypad References