6. ଏହୂଦର ପୁତ୍ରଗଣ ଏହି; ଏମାନେ ଗେବା ନିବାସୀମାନଙ୍କ ପିତୃବଂଶପ୍ରଧାନ ଥିଲେ, ଏମାନେ ବନ୍ଦୀ ହୋଇ ମାନହତକୁ ନିଆଯାଇ ଥିଲେ ।
|
8. ପୁଣି ସେ ସେମାନଙ୍କୁ ବିଦାୟ କଲା ଉତ୍ତାରେ ଶହରୟିମ୍ ମୋୟାବ-ପଦାରେ ସନ୍ତାନମାନଙ୍କୁ ଜାତ କଲା; ହୂଶୀମ୍ ଓ ବାରା ତାହାର ଭାର୍ଯ୍ୟା ଥିଲେ ।
|
13. ଓ ବରୀୟ ଓ ଶେମା, ଏମାନେ ଅୟାଲୋନ ନିବାସୀମାନଙ୍କର ପିତୃବଂଶପ୍ରଧାନ ଥିଲେ, ଆଉ ଏମାନେ ଗାଥ୍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ ।
|
32. ପୁଣି ମିକ୍ଲୋତ୍ ଶିମୀୟଙ୍କୁ ଜାତ କଲା । ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ ।
|
33. ନେର୍ କୀଶ୍କୁ ଜାତ କଲା, କୀଶ୍ ଶାଉଲଙ୍କୁ ଜାତ କଲା ଓ ଶାଉଲ ଯୋନାଥନ ଓ ମଲ୍କୀଶୟ ଓ ଅବୀନାଦବ୍ ଓ ଇଶ୍ବାଲକୁ ଜାତ କଲେ ।
|
36. ଆଉ, ଆହସ ଯିହୋୟାଦାକୁ ଜାତ କଲା, ପୁଣି ଯିହୋୟାଦା ଆଲେମତ୍ ଓ ଅସ୍ମାବତ୍ ଓ ସିମ୍ରିକି ଜାତ କଲା ଓ ସିମ୍ରି ମୋତ୍ସାକୁ ଜାତ କଲା ।
|
38. ପୁଣି ଆତ୍ସେଲର ଛଅ ପୁତ୍ର ଥିଲେ; ସେମାନଙ୍କର ନାମ ଏହି; ଅସ୍ରୀକାମ୍, ବୋଖରୁ ଓ ଇଶ୍ମାୟେଲ ଓ ଶିୟରୀୟ ଓ ଓବଦୀୟ ଓ ହାନନ୍ । ଏସମସ୍ତେ ଆତ୍ସେଲର ପୁତ୍ର ।
|
40. ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ଓ ସେମାନଙ୍କର ଅନେକ ପୁତ୍ର ଓ ପୌତ୍ର, ଏକ ଶହ ପଚାଶ ଜଣ ଥିଲେ । ଏସମସ୍ତେ ବିନ୍ୟାମୀନର ସନ୍ତାନ ।
|