ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଏଷ୍ଟର ବିବରଣ
1. ସେହି ଅକ୍ଷଶ୍ଵେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ଵୀପସମୂହରେ କର ବସାଇଲା ।
2. ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟକୁ ଯେଉଁ ମହତ୍ତ୍ଵ ଦେଇ ଉଚ୍ଚପଦରେ ନିଯୁକ୍ତ କଲା, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲିଖିତ ନାହିଁ?
3. କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ଵେରଶ ରାଜାର ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଆପଣା ଭାତ୍ରୁସମୂହ ମଧ୍ୟରେ ପ୍ରିୟପାତ୍ର ଓ ଆପଣା ଲୋକଙ୍କର ମଙ୍ଗଳାନ୍ଵେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲା ।

Notes

No Verse Added

Total 10 Chapters, Current Chapter 10 of Total Chapters 10
1 2 3 4 5 6 7 8 9 10
ଏଷ୍ଟର ବିବରଣ 10
1. ସେହି ଅକ୍ଷଶ୍ଵେରଶ ରାଜା ଦେଶ ସମୁଦ୍ରସ୍ଥ ଉପଦ୍ଵୀପସମୂହରେ କର ବସାଇଲା
2. ପୁଣି, ତାହାର ପରାକ୍ରମ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟକୁ ଯେଉଁ ମହତ୍ତ୍ଵ ଦେଇ ଉଚ୍ଚପଦରେ ନିଯୁକ୍ତ କଲା, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲିଖିତ ନାହିଁ?
3. କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ଵେରଶ ରାଜାର ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ ଆପଣା ଭାତ୍ରୁସମୂହ ମଧ୍ୟରେ ପ୍ରିୟପାତ୍ର ଆପଣା ଲୋକଙ୍କର ମଙ୍ଗଳାନ୍ଵେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲା
Total 10 Chapters, Current Chapter 10 of Total Chapters 10
1 2 3 4 5 6 7 8 9 10
×

Alert

×

oriya Letters Keypad References