ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼଠାରୁ ଆପଣା ମୁଖ ଲୁଚାଇବ?
2. ମୁଁ ଦିନଯାକ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ କେତେ କାଳ ମନେ ମନେ ପରାମର୍ଶ କରିବି? କେତେ କାଳ ମୋʼ ଶତ୍ରୁ ମୋʼ ଉପରେ ଉଚ୍ଚୀକୃତ ହେବ?
3. ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁ-ନିଦ୍ରାରେ ନିଦ୍ରାଗତ ହେବି;
4. କେଜାଣି ମୋʼ ଶତ୍ରୁ କହିବ, ମୁଁ ତାହାକୁ ଜୟ କରିଅଛି; ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ ।
5. ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;
6. ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି ।

Notes

No Verse Added

Total 150 Chapters, Current Chapter 13 of Total Chapters 150
ଗୀତସଂହିତା 13:11
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼଠାରୁ ଆପଣା ମୁଖ ଲୁଚାଇବ?
2. ମୁଁ ଦିନଯାକ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ କେତେ କାଳ ମନେ ମନେ ପରାମର୍ଶ କରିବି? କେତେ କାଳ ମୋʼ ଶତ୍ରୁ ମୋʼ ଉପରେ ଉଚ୍ଚୀକୃତ ହେବ?
3. ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ବିବେଚନା କର ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁ-ନିଦ୍ରାରେ ନିଦ୍ରାଗତ ହେବି;
4. କେଜାଣି ମୋʼ ଶତ୍ରୁ କହିବ, ମୁଁ ତାହାକୁ ଜୟ କରିଅଛି; ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ
5. ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;
6. ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି
Total 150 Chapters, Current Chapter 13 of Total Chapters 150
×

Alert

×

oriya Letters Keypad References