ଏଜ୍ରା 2 : 1 (ORV)
ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ;
ଏଜ୍ରା 2 : 2 (ORV)
ଏମାନେ ସରୁବ୍ବାବିଲ, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍ଶନ୍, ମିସ୍ପର, ବିଗ୍ବୟ, ରହୂମ୍ ଓ ବାନା ସଙ୍ଗେ ଫେରି ଆସିଲେ । ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା,
ଏଜ୍ରା 2 : 3 (ORV)
ପରୀୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ ।
ଏଜ୍ରା 2 : 4 (ORV)
ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ ।
ଏଜ୍ରା 2 : 5 (ORV)
ଆରହର ସନ୍ତାନ ସାତ ଶହ ପଞ୍ଚସ୍ତରି ଜଣ ।
ଏଜ୍ରା 2 : 6 (ORV)
ଯେଶୂୟ ଓ ଯୋୟାବର ସନ୍ତାନମାନଙ୍କ ମଧ୍ୟରୁ ପହତ୍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ବାର ଜଣ ।
ଏଜ୍ରା 2 : 7 (ORV)
ଏଲମର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ ।
ଏଜ୍ରା 2 : 8 (ORV)
ସତ୍ତୂର ସନ୍ତାନ ନଅ ଶହ ପଞ୍ଚଚାଳିଶ ଜଣ ।
ଏଜ୍ରା 2 : 9 (ORV)
ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ ।
ଏଜ୍ରା 2 : 10 (ORV)
ବାନିର ସନ୍ତାନ ଛଅ ଶହ ବୟାଳିଶ ଜଣ ।
ଏଜ୍ରା 2 : 11 (ORV)
ବେବୟର ସନ୍ତାନ ଛଅ ଶହ ତେଇଶ ଜଣ ।
ଏଜ୍ରା 2 : 12 (ORV)
ଅସ୍ଗଦର ସନ୍ତାନ ଏକ ହଜାର ଦୁଇ ଶହ ବାଇଶ ଜଣ ।
ଏଜ୍ରା 2 : 13 (ORV)
ଅଦୋନୀକାମର ସନ୍ତାନ ଛଅ ଶହ ଛଷଠି ଜଣ ।
ଏଜ୍ରା 2 : 14 (ORV)
ବିଗ୍ବୟର ସନ୍ତାନ ଦୁଇ ହଜାର ଛପନ ଜଣ ।
ଏଜ୍ରା 2 : 15 (ORV)
ଆଦୀନର ସନ୍ତାନ ଚାରି ଶହ ଚଉବନ ଜଣ ।
ଏଜ୍ରା 2 : 16 (ORV)
ହିଜକୀୟର ବଂଶଜାତ ଆଟରର ସନ୍ତାନ ଅଠାନବେ ଜଣ ।
ଏଜ୍ରା 2 : 17 (ORV)
ବେତ୍ସୟର ସନ୍ତାନ ତିନି ଶହ ତେଇଶ ଜଣ ।
ଏଜ୍ରା 2 : 18 (ORV)
ଯୋରାହର ସନ୍ତାନ ଏକ ଶହ ବାର ଜଣ ।
ଏଜ୍ରା 2 : 19 (ORV)
ହଶୂମର ସନ୍ତାନ ଦୁଇ ଶହ ତେଇଶ ଜଣ ।
ଏଜ୍ରା 2 : 20 (ORV)
ଗିବ୍ବରର ସନ୍ତାନ ପଞ୍ଚାନବେ ଜଣ ।
ଏଜ୍ରା 2 : 21 (ORV)
ବୈଥ୍ଲେହମର ସନ୍ତାନ ଏକ ଶହ ତେଇଶ ଜଣ ।
ଏଜ୍ରା 2 : 22 (ORV)
ନଟୋଫାର ଲୋକ ଛପନ ଜଣ ।
ଏଜ୍ରା 2 : 23 (ORV)
ଅନାଥୋତର ଲୋକ ଏକ ଶହ ଅଠାଇଶ ଜଣ ।
ଏଜ୍ରା 2 : 24 (ORV)
ଅସ୍ମାବତର ସନ୍ତାନ ବୟାଳିଶ ଜଣ ।
ଏଜ୍ରା 2 : 25 (ORV)
କିରୀୟତ୍-ୟାରିମ୍ ଓ କଫୀରା ଓ ବେରୋତର ସନ୍ତାନ ସାତ ଶହ ତେୟାଳିଶ ଜଣ ।
ଏଜ୍ରା 2 : 26 (ORV)
ରାମାର ଓ ଗେବାର ସନ୍ତାନ ଛଅ ଶହ ଏକୋଇଶ୍ ଜଣ ।
ଏଜ୍ରା 2 : 27 (ORV)
ମିକ୍ମସର ଲୋକ ଏକ ଶହ ବାଇଶ ଜଣ ।
ଏଜ୍ରା 2 : 28 (ORV)
ବୈଥେଲ୍ର ଓ ଅୟର ଲୋକ ଦୁଇ ଶହ ତେଇଶ ଜଣ ।
ଏଜ୍ରା 2 : 29 (ORV)
ନବୋର ସନ୍ତାନ ବାଆନ ଜଣ ।
ଏଜ୍ରା 2 : 30 (ORV)
ମଗ୍ବୀଶର ସନ୍ତାନ ଏକ ଶହ ଛପନ ଜଣ ।
ଏଜ୍ରା 2 : 31 (ORV)
ଅନ୍ୟ ଏଲମର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ ।
ଏଜ୍ରା 2 : 32 (ORV)
ହାରୀମର ସନ୍ତାନ ତିନି ଶହ କୋଡ଼ିଏ ଜଣ ।
ଏଜ୍ରା 2 : 33 (ORV)
ଲୋଦ୍ ଓ ହାଦୀଦ୍ ଓ ଓନୋର ସନ୍ତାନ ସାତ ଶହ ପଚିଶ ଜଣ ।
ଏଜ୍ରା 2 : 34 (ORV)
ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ ।
ଏଜ୍ରା 2 : 35 (ORV)
ସନାୟାର ସନ୍ତାନ ତିନି ହଜାର ଛଅ ଶହ ତିରିଶ ଜଣ ।
ଏଜ୍ରା 2 : 36 (ORV)
ଯାଜକମାନଙ୍କ ସଂଖ୍ୟା; ଯେଶୂୟ-ବଂଶଜ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ ।
ଏଜ୍ରା 2 : 37 (ORV)
ଇମ୍ମେରର ସନ୍ତାନ ଏକ ହଜାର ବାଆନ ଜଣ ।
ଏଜ୍ରା 2 : 38 (ORV)
ପଶ୍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ ।
ଏଜ୍ରା 2 : 39 (ORV)
ହାରୀମର ସନ୍ତାନ ଏକ ହଜାର ସତର ଜଣ ।
ଏଜ୍ରା 2 : 40 (ORV)
ଲେବୀୟମାନଙ୍କ ସଖ୍ୟା; ହୋଦବୀୟର ସନ୍ତାନମାନଙ୍କ ମଧ୍ୟରୁ ଯେଶୂୟ ଓ କଦ୍ମୀୟେଲର ସନ୍ତାନ ଚଉସ୍ତରି ଜଣ ।
ଏଜ୍ରା 2 : 41 (ORV)
ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠାଇଶ ଜଣ ।
ଏଜ୍ରା 2 : 42 (ORV)
ଦ୍ଵାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମର ସନ୍ତାନ, ଆଟରର ସନ୍ତାନ, ଟଲମୋନର ସନ୍ତାନ, ଆକ୍କବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ ।
ଏଜ୍ରା 2 : 43 (ORV)
ନଥୀନୀୟ ଲୋକମାନେ; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ;
ଏଜ୍ରା 2 : 44 (ORV)
କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ;
ଏଜ୍ରା 2 : 45 (ORV)
ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଅକ୍କୂବର ସନ୍ତାନଗଣ;
ଏଜ୍ରା 2 : 46 (ORV)
ହାଗାର ସନ୍ତାନଗଣ, ଶମ୍ଲୟର ସନ୍ତାନଗଣ, ହାନନର ସନ୍ତାନଗଣ;
ଏଜ୍ରା 2 : 47 (ORV)
ଗଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ, ରାୟାର ସନ୍ତାନଗଣ;
ଏଜ୍ରା 2 : 48 (ORV)
ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ, ଗସମର ସନ୍ତାନଗଣ;
ଏଜ୍ରା 2 : 49 (ORV)
ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ, ବେଷୟର ସନ୍ତାନଗଣ;
ଏଜ୍ରା 2 : 50 (ORV)
ଅସ୍ନାର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ;
ଏଜ୍ରା 2 : 51 (ORV)
ବକ୍ବୁକର ସନ୍ତାନଗଣ, ହକୁଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ;
ଏଜ୍ରା 2 : 52 (ORV)
ବସ୍ଲୂତର ସନ୍ତାନଗଣ, ମହୀଦାର ସନ୍ତାନ-ଗଣ,ହର୍ଶାର ସନ୍ତାନଗଣ;
ଏଜ୍ରା 2 : 53 (ORV)
ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ;
ଏଜ୍ରା 2 : 54 (ORV)
ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ ।
ଏଜ୍ରା 2 : 55 (ORV)
ଶଲୋମନର ଦାସମାନଙ୍କ ସନ୍ତାନଗଣ; ସୋଟୟର ସନ୍ତାନଗଣ, ହସୋଫେରତର ସନ୍ତାନଗଣ, ପରୁଦାର ସନ୍ତାନଗଣ;
ଏଜ୍ରା 2 : 56 (ORV)
ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ;
ଏଜ୍ରା 2 : 57 (ORV)
ଶଫଟୀୟର ସନ୍ତାନଗଣ, ହଟୀଲର ସନ୍ତାନଗଣ, ପୋଖେରତ୍-ହତ୍ସବାୟିମର ସନ୍ତାନଗଣ, ଆମୀର ସନ୍ତାନଗଣ;
ଏଜ୍ରା 2 : 58 (ORV)
ନଥୀନୀୟ ଲୋକମାନେ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣ ସର୍ବସୁଦ୍ଧା ତିନି ଶହ ବୟାନବେ ଜଣ ।
ଏଜ୍ରା 2 : 59 (ORV)
ପୁଣି ତେଲ୍ମେଲହ, ତେଲ୍ହର୍ଶା, କରୁବ, ଅଦ୍ଦନ୍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
ଏଜ୍ରା 2 : 60 (ORV)
ଦଲାୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବାଆନ ଜଣ ।
ଏଜ୍ରା 2 : 61 (ORV)
ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକୋସର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲିୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା ।
ଏଜ୍ରା 2 : 62 (ORV)
ଏମାନେ ବଂଶାବଳୀକ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀପତ୍ର ଅନ୍ଵେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକପଦଚ୍ୟୁତ ହେଲେ ।
ଏଜ୍ରା 2 : 63 (ORV)
ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ସେମାନେ ପବିତ୍ର ବସ୍ତୁ ଭୋଜନ କରିବେ ନାହିଁ ।
ଏଜ୍ରା 2 : 64 (ORV)
ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ ଥିଲେ ।
ଏଜ୍ରା 2 : 65 (ORV)
ଏହା ଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ । ଆହୁରି, ସେମାନଙ୍କର ଦୁଇ ଶହ ଗାୟକ ଗାୟିକା ଥିଲେ ।
ଏଜ୍ରା 2 : 66 (ORV)
ସେମାନଙ୍କର ସାତ ଶହ ଛତିଶ ଅଶ୍ଵ; ଦୁଇ ଶହ ପଞ୍ଚଚାଳିଶ ଖଚର;
ଏଜ୍ରା 2 : 67 (ORV)
ଚାରି ଶହ ପଞ୍ଚତିରିଶ ଉଷ୍ଟ୍ର; ଛଅ ହଜାର ସାତ ଶହ କୋଡ଼ିଏ ଗର୍ଦ୍ଦଭ ଥିଲେ ।
ଏଜ୍ରା 2 : 68 (ORV)
ଏଉତ୍ତାରେ ପିତୃବଂଶୀୟ କେତେକ ପ୍ରଧାନ ଲୋକ ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହରେ ଉପସ୍ଥିତ ହୁଅନ୍ତେ, ପରମେଶ୍ଵରଙ୍କର ସେହି ଗୃହ ସ୍ଵସ୍ଥାନରେ ସ୍ଥାପନ କରିବା ପାଇଁ ସ୍ଵେଚ୍ଛାପୂର୍ବକ ଦାନ କଲେ ।
ଏଜ୍ରା 2 : 69 (ORV)
ସେମାନେ ଆପଣା ଆପଣା ଶକ୍ତି ଅନୁସାରେ ସେହି କର୍ମର ଭଣ୍ତାରରେ ଏକଷଠି ହଜାର ଡାରିକ୍ ସ୍ଵର୍ଣ୍ଣମୁଦ୍ରା ଓ ପାଞ୍ଚ ହଜାର ପାଉଣ୍ତ ରୂପା ଓ ଯାଜକମାନଙ୍କ ନିମନ୍ତେ ଏକ ଶହ ବସ୍ତ୍ର ଦେଲେ ।
ଏଜ୍ରା 2 : 70 (ORV)
ପୁଣି, ଯାଜକମାନେ ଓ ଲେବୀୟମାନେ ଓ ଲୋକମାନଙ୍କ ମଧ୍ୟରୁ କେତେକ, ପୁଣି ଗାୟକମାନେ ଓ ଦ୍ଵାରପାଳମାନେ ଓ ନଥୀନୀୟମାନେ ଆପଣା ଆପଣା ନଗରରେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57 58 59 60 61 62 63 64 65 66 67 68 69 70

BG:

Opacity:

Color:


Size:


Font: