ଗୀତସଂହିତା 131 : 1 (ORV)
ଆରୋହଣ-ଗୀତ; ଦାଉଦଙ୍କ ରଚିତ । ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୁଷ୍ଟି ଉଚ୍ଚ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ ।
ଗୀତସଂହିତା 131 : 2 (ORV)
ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶା; ଓ କ୍ଷା; କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି ।
ଗୀତସଂହିତା 131 : 3 (ORV)
ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ଠାରେ ଭରସା ରଖ ।

1 2 3

BG:

Opacity:

Color:


Size:


Font: