ପ୍ରଥମ ବଂଶାବଳୀ 11 : 19 (IRVOR)
“ମୋ’ ପରମେଶ୍ୱର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି ? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି।” ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ। ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47