ପ୍ରଥମ ବଂଶାବଳୀ 20 : 1 (IRVOR)
ଦାଉଦଙ୍କ ରବ୍ବା ଅଧିକାର ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ, ଯୋୟାବ ସୈନ୍ୟଦଳ ନେଇ ଅମ୍ମୋନ-ସନ୍ତାନଗଣର ଦେଶ ଉଚ୍ଛିନ୍ନ କଲା ଓ ରବ୍ବାକୁ ଯାଇ ତାହା ଅବରୋଧ କଲା। ମାତ୍ର, ଦାଉଦ ଯିରୂଶାଲମରେ ରହିଲେ। ଏଥି ମଧ୍ୟରେ ଯୋୟାବ ରବ୍ବାକୁ ଆଘାତ କରି ଭୂମିସାତ୍‍ କଲା।

1 2 3 4 5 6 7 8