ପ୍ରଥମ ବଂଶାବଳୀ 28 : 1 (IRVOR)
ମନ୍ଦିର ନିମନ୍ତେ ଦାଉଦଙ୍କ ନିର୍ଦ୍ଦେଶାବଳୀ ଏଥିଉତ୍ତାରେ ଦାଉଦ ଇସ୍ରାଏଲର ସମଗ୍ର ଅଧିପତିଙ୍କୁ, ବଂଶାଧିପତିଗଣଙ୍କୁ ଓ ପାଳି କ୍ରମେ ରାଜାଙ୍କର ସେବାକାରୀ ଦଳର ଅଧ୍ୟକ୍ଷମାନଙ୍କୁ, ପୁଣି, ସହସ୍ରପତି ଓ ଶତପତିମାନଙ୍କୁ, ଆଉ ରାଜାଙ୍କର ଓ ରାଜପୁତ୍ରମାନଙ୍କର ସକଳ ସମ୍ପତ୍ତି ଓ ଅଧିକାରର ଅଧ୍ୟକ୍ଷମାନଙ୍କୁ ଓ ନପୁଂସକଗଣକୁ ଓ ବୀରମାନଙ୍କୁ ଓ ମହାବିକ୍ରମଶାଳୀ ଲୋକଙ୍କୁ ଯିରୂଶାଲମରେ ଏକତ୍ର କଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21