ପ୍ରଥମ ବଂଶାବଳୀ 29 : 14 (IRVOR)
ମାତ୍ର, ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ୱେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ ? କାରଣ, ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30