କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6 : 1 (IRVOR)
ଭାଇମାନଙ୍କ ବିରୁଦ୍ଧରେ ମକଦ୍ଦମା ତୁମ୍ଭମାନଙ୍କ ମଧ୍ୟରୁ କାହାରି ଅନ୍ୟ ଜଣକ ବିରୁଦ୍ଧରେ କଥା ଥିଲେ ସେ କି ବିଚାର ନିମନ୍ତେ ସାଧୁମାନଙ୍କ ନିକଟକୁ ନ ଯାଇ ଅଧାର୍ମିକମାନଙ୍କ ନିକଟକୁ ଯିବା ପାଇଁ ସାହସ କରେ ?

1 2 3 4 5 6 7 8 9 10 11 12 13 14 15 16 17 18 19 20