କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 8 : 6 (IRVOR)
ତଥାପି ଆମ୍ଭମାନଙ୍କର ଏକମାତ୍ର ଈଶ୍ୱର, ଅର୍ଥାତ୍‍ ଯେଉଁ ପିତାଙ୍କଠାରୁ ସମସ୍ତ ବିଷୟ ହୋଇଅଛି, ଆଉ ଆମ୍ଭେମାନେ ତାହାଙ୍କ ନିମନ୍ତେ ହୋଇଅଛୁ, ପୁଣି, ଏକମାତ୍ର ପ୍ରଭୁ, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟ, ତାହାଙ୍କ ଦ୍ୱାରା ସମସ୍ତ ବିଷୟ ହୋଇଅଛି, ପୁଣି, ତାହାଙ୍କ ଦ୍ୱାରା ଆମ୍ଭେମାନେ ହୋଇଅଛୁ ।

1 2 3 4 5 6 7 8 9 10 11 12 13