ଯୋହନଙ୍କ ପ୍ରଥମ ପତ୍ର 4 : 1 (IRVOR)
ଆତ୍ମାଗୁଡିକର ପରୀକ୍ଷା ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ୱରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21