ପ୍ରଥମ ରାଜାବଳୀ 14 : 5 (IRVOR)
ଏଥି ମଧ୍ୟରେ ସଦାପ୍ରଭୁ ଅହୀୟଙ୍କୁ କହିଲେ, “ଦେଖ, ଯାରବୀୟାମଙ୍କର ଭାର୍ଯ୍ୟା ଆପଣା ପୁତ୍ର ବିଷୟ ପଚାରିବା ପାଇଁ ତୁମ୍ଭ ନିକଟକୁ ଆସୁଅଛି; କାରଣ ସେ ପୀଡ଼ିତ ଅଛି; ତାହାକୁ ତୁମ୍ଭେ ଏପରି ଏପରି କହିବ; କାରଣ ସେ ଆସିବା ବେଳେ ଆପଣାକୁ ଅନ୍ୟ ସ୍ତ୍ରୀ ପରି ଦେଖାଇବ।”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31