ପ୍ରଥମ ରାଜାବଳୀ 17 : 1 (IRVOR)
ଏଲୀୟ ଓ ଅନାବୃଷ୍ଟି ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍‍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋ’ ବାକ୍ୟାନୁସାରେ ହେବ।”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24