ପ୍ରଥମ ରାଜାବଳୀ 3 : 1 (IRVOR)
ଜ୍ଞାନ ପାଇଁ ଶଲୋମନଙ୍କ ପ୍ରାର୍ଥନା ଏଥିଉତ୍ତାରେ ଶଲୋମନ ମିସରର ରାଜା ଫାରୋ ସହିତ ଆତ୍ମୀୟତା କରି ଫାରୋର କନ୍ୟାକୁ ବିବାହ କଲେ ଓ ଆପଣା ଗୃହ ଓ ସଦାପ୍ରଭୁଙ୍କ ଗୃହ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀରର ନିର୍ମାଣ ସମାପ୍ତ ହେବା ପର୍ଯ୍ୟନ୍ତ ତାହାକୁ ଆଣି ଦାଉଦ-ନଗରରେ ରଖିଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28