ପ୍ରଥମ ରାଜାବଳୀ 6 : 1 (IRVOR)
ଶଲୋମନଙ୍କ ମନ୍ଦିର ନିର୍ମାଣ ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣ ବାହାରି ଆସିଲା ଉତ୍ତାରେ ଚାରି ଶହ ଅଶୀ ବର୍ଷରେ ଓ ଇସ୍ରାଏଲ ଉପରେ ଶଲୋମନଙ୍କର ରାଜତ୍ୱର ଚତୁର୍ଥ ବର୍ଷର ସିବ୍‍ ନାମକ ଦ୍ୱିତୀୟ ମାସରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38