ପ୍ରଥମ ଶାମୁୟେଲ 27 : 1 (IRVOR)
ପଲେଷ୍ଟୀୟଙ୍କ ମଧ୍ୟକୁ ଦାଉଦଙ୍କ ପଳାୟନ ଏଥିଉତ୍ତାରେ ଦାଉଦ ମନେ ମନେ କହିଲେ, ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି।

1 2 3 4 5 6 7 8 9 10 11 12