ପ୍ରଥମ ଶାମୁୟେଲ 30 : 13 (IRVOR)
ଏଥିରେ ଦାଉଦ ତାହାକୁ ପଚାରିଲେ, ତୁମ୍ଭେ କାହାର ଲୋକ ? ଓ ତୁମ୍ଭେ କେଉଁଠାରୁ ଆସିଅଛ ? ତହୁଁ ସେ କହିଲା, ମୁଁ ଜଣେ ମିସ୍ରୀୟ ଯୁବା ଓ ଏକ ଅମାଲେକୀୟ ଲୋକର ଦାସ; ପୁଣି, ତିନି ଦିନ ହେଲା ମୁଁ ପୀଡ଼ିତ ହେବାରୁ ମୋହର ମୁନିବ ମୋତେ ଛାଡ଼ି ଚାଲିଗଲା।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31