ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 9 (IRVOR)
ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ ପୁଣି, ଉତ୍ତମ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ନିରୂପିତ ହୋଇଅଛି,

1 2 3 4 5 6 7 8 9 10 11 12 13 14 15 16 17 18 19 20