ଦିତୀୟ ବଂଶାବଳୀ 13 : 7 (IRVOR)
ପୁଣି ଦୁଷ୍ଟ ଓ ଅସାର ଲୋକମାନେ ତାହା ପକ୍ଷରେ ଏକତ୍ର ହୋଇ ଶଲୋମନଙ୍କର ପୁତ୍ର, ରିହବୀୟାମଙ୍କ ପ୍ରତିକୂଳରେ ଆପଣମାନଙ୍କୁ ବଳିଷ୍ଠ କଲେ; ସେହି ସମୟରେ ରିହବୀୟାମ ଯୁବା ଓ କୋମଳାନ୍ତଃକରଣ ଥିଲେ ଓ ସେମାନଙ୍କର ପ୍ରତିବାଧା କରି ପାରିଲେ ନାହିଁ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22