ଦିତୀୟ ବଂଶାବଳୀ 23 : 1 (IRVOR)
ଅଥଲୀୟାଙ୍କ ବିରୁଦ୍ଧରେ ବିଦ୍ରୋହ ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଆପଣାକୁ ବଳବାନ କରି ଯିରୋହମର ପୁତ୍ର ଅସରୀୟ ଓ ଯିହୋହାନନ୍‍ର ପୁତ୍ର ଇଶ୍ମାୟେଲ, ଓବେଦ୍‍ର ପୁତ୍ର ଅସରୀୟ ଓ ଅଦାୟାର ପୁତ୍ର ମାସେୟ ଓ ସିଖ୍ରିର ପୁତ୍ର ଇଲୀଶାଫଟ୍‍, ଏହି ଶତପତିମାନଙ୍କୁ ଆପଣା ସଙ୍ଗେ ନିୟମରେ ଆବଦ୍ଧ କଲା।

1 2 3 4 5 6 7 8 9 10 11 12 13 14 15 16 17 18 19 20 21