ଦିତୀୟ ବଂଶାବଳୀ 24 : 20 (IRVOR)
ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଯିହୋୟାଦା ଯାଜକର ପୁତ୍ର ଜିଖରୀୟ ଉପରେ ଅଧିଷ୍ଠାନ କଲେ, ତହିଁରେ ସେ ଲୋକମାନଙ୍କ ମଧ୍ୟରେ ଉଚ୍ଚ ସ୍ଥାନରେ ଠିଆ ହୋଇ ସେମାନଙ୍କୁ କହିଲା, ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଆଜ୍ଞାସବୁ ଲଙ୍ଘନ କରୁଅଛ ? ଏଥିରେ କୃତକାର୍ଯ୍ୟ ନୋହିବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବାରୁ ସେ ମଧ୍ୟ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛନ୍ତି।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27