ଦିତୀୟ ବଂଶାବଳୀ 25 : 16 (IRVOR)
ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, ଆମ୍ଭେମାନେ କ’ଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ ? କ୍ଷାନ୍ତ ହୁଅ ! କାହିଁକି ମାଡ଼ ଖାଇବ ? ଏଥିରେ ଭବିଷ୍ୟଦ୍‍ବକ୍ତା କ୍ଷାନ୍ତ ହୋଇ କହିଲା, ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋ’ ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28