ଦିତୀୟ ବଂଶାବଳୀ 28 : 1 (IRVOR)
{ଯିହୁଦାର ରାଜା ଆହସ୍‍ } ଆହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27