ଦିତୀୟ ବଂଶାବଳୀ 3 : 1 (IRVOR)
ମନ୍ଦିର ନିର୍ମାଣ ଆରମ୍ଭ ଏଥିଉତ୍ତାରେ ଶଲୋମନ ଯିରୂଶାଲମସ୍ଥ ମୋରୀୟା ପର୍ବତରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ, ସେହି ସ୍ଥାନରେ ସଦାପ୍ରଭୁ ତାଙ୍କର ପିତା ଦାଉଦଙ୍କୁ ଦର୍ଶନ ଦେଇଥିଲେ, ଦାଉଦ ଯିବୂଷୀୟ ଅରଣନ ଖଳାରେ ଯେଉଁ ସ୍ଥାନ ନିରୂପଣ କରିଥିଲେ, ସେହିଠାରେ ସେ ତାହା ପ୍ରସ୍ତୁତ କଲେ।

1 2 3 4 5 6 7 8 9 10 11 12 13 14 15 16 17