ଦିତୀୟ ବଂଶାବଳୀ 31 : 10 (IRVOR)
ସାଦୋକ ବଂଶୀୟ ପ୍ରଧାନ ଯାଜକ ଅସରୀୟ ତାଙ୍କୁ ଉତ୍ତର କରି କହିଲା, ଲୋକମାନେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣିବା ପାଇଁ ଆରମ୍ଭ କରିବା ସମୟଠାରୁ ଆମ୍ଭେମାନେ ଭୋଜନ କରିଅଛୁ ଓ ତୃପ୍ତ ହୋଇଅଛୁ ଓ ପ୍ରଚୁର ଅବଶିଷ୍ଟ ରଖିଅଛୁ; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଆଶୀର୍ବାଦ କରିଅଛନ୍ତି; ତେଣୁ ଯାହା ଅବଶିଷ୍ଟ ରହିଅଛି, ତାହା ଏହି ବୃହତ୍ ଦ୍ରବ୍ୟରାଶି।

1 2 3 4 5 6 7 8 9 10 11 12 13 14 15 16 17 18 19 20 21