ଦିତୀୟ ବଂଶାବଳୀ 32 : 15 (IRVOR)
ଏହେତୁ ହିଜକୀୟ ତୁମ୍ଭମାନଙ୍କୁ ନ ଭୁଲାଉ, କି ଏରୂପ ନ ମଣାଉ, କିଅବା ତୁମ୍ଭେମାନେ ତାହାକୁ ବିଶ୍ୱାସ କର ନାହିଁ; କାରଣ କୌଣସି ଦେଶର କି ରାଜ୍ୟର ଦେବତା ଆପଣା ଲୋକମାନଙ୍କୁ ମୋ’ ହସ୍ତରୁ ଓ ମୋ’ ପିତୃଲୋକଙ୍କ ହସ୍ତରୁ ଉଦ୍ଧାର କରି ପାରି ନାହିଁ; ତେବେ ତୁମ୍ଭମାନଙ୍କ ପରମେଶ୍ୱର କି ତୁମ୍ଭମାନଙ୍କୁ ମୋ’ ହସ୍ତରୁ ଉଦ୍ଧାର କରି ପାରିବେ ?

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33