ଦିତୀୟ ବଂଶାବଳୀ 32 : 4 (IRVOR)
ଏଣୁ ଅଶୂର-ରାଜାଗଣ ଆସି କାହିଁକି ଅନେକ ଜଳ ପାଇବେ ? ଏହା କହି ଅସଂଖ୍ୟ ଲୋକ ଏକତ୍ରିତ ହୋଇ ସମସ୍ତ ଝର ଓ ଦେଶମଧ୍ୟବାହୀ ସ୍ରୋତ ବନ୍ଦ କଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33