ଦିତୀୟ ବଂଶାବଳୀ 9 : 1 (IRVOR)
ଶିବା ଦେଶର ରାଣୀଙ୍କ ପରିଦର୍ଶନ ଏଥିଉତ୍ତାରେ ଶିବା ଦେଶର ରାଣୀ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ଯିରୂଶାଲମରେ ଶଲୋମନଙ୍କର ପରୀକ୍ଷା କରିବା ପାଇଁ ସୁଗନ୍ଧି ଦ୍ରବ୍ୟ ଓ ବିସ୍ତର ସୁବର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଆସିଲା; ପୁଣି ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲା।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31