କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1 : 12 (IRVOR)
ପାଉଲଙ୍କ ଯୋଜନାର ପରିବର୍ତ୍ତନ ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ୱରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବଅନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24