କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11 : 15 (IRVOR)
ଅତଏବ, ଯଦି ତାହାର ସେବକମାନେ ମଧ୍ୟ ଧାର୍ମିକତାର ସେବକମାନଙ୍କ ବେଶ ଧାରଣ କରନ୍ତି, ତେବେ ତାହା ବଡ଼ ବିଷୟ ନୁହେଁ; ସେମାନଙ୍କ ଶେଷ ଦଶା ସେମାନଙ୍କ କର୍ମ ଅନୁସାରେ ଘଟିବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33