କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 9 : 2 (IRVOR)
କାରଣ ମୁଁ ତୁମ୍ଭମାନଙ୍କର ଆଗ୍ରହ ଜାଣେ, ଆଉ ସେ ସମ୍ବନ୍ଧରେ ମାକିଦନିଆ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କ ବିଷୟରେ ମୁଁ ଦର୍ପ କରେ ଯେ, ଆଖାୟା ଗତ ବର୍ଷରୁ ପ୍ରସ୍ତୁତ ହେଲାଣି, ପୁଣି, ତୁମ୍ଭମାନଙ୍କ ଉଦ୍‌ଯୋଗ ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କୁ ଉତ୍ସାହିତ କରିଅଛି ।

1 2 3 4 5 6 7 8 9 10 11 12 13 14 15