ଦିତୀୟ ରାଜାବଳୀ 1 : 12 (IRVOR)
ଏଥିରେ ଏଲୀୟ ସେମାନଙ୍କୁ ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ତହୁଁ ପରମେଶ୍ୱରଙ୍କ ଅଗ୍ନି ଆକାଶରୁ ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।

1 2 3 4 5 6 7 8 9 10 11 12 13 14 15 16 17 18