ଦିତୀୟ ରାଜାବଳୀ 12 : 18 (IRVOR)
ତହିଁରେ ଯିହୁଦାର ରାଜା ଯୋୟାଶ୍‍ ଆପଣା ପୂର୍ବପୁରୁଷ ଯିହୋଶାଫଟ୍‍ ଓ ଯିହୋରାମ୍‍ ଓ ଅହସୀୟ, ଯିହୁଦାର ଏହି ରାଜାମାନଙ୍କ ପ୍ରତିଷ୍ଠିତ ସମସ୍ତ ପବିତ୍ରୀକୃତ ବସ୍ତୁ ଓ ଆପଣାର ପବିତ୍ରୀକୃତ ବସ୍ତୁ ଓ ସଦାପ୍ରଭୁଙ୍କ ଗୃହର ଭଣ୍ଡାରରେ ଓ ରାଜଗୃହସ୍ଥ ଭଣ୍ଡାରରେ ପ୍ରାପ୍ତ ସମସ୍ତ ସ୍ୱର୍ଣ୍ଣ ନେଇ ଅରାମର ରାଜା ହସାୟେଲ ନିକଟକୁ ପଠାଇଲେ; ତହୁଁ ସେ ଯିରୂଶାଲମରୁ ବାହାରି ଗଲା।

1 2 3 4 5 6 7 8 9 10 11 12 13 14 15 16 17 18 19 20 21