ଦିତୀୟ ରାଜାବଳୀ 12 : 7 (IRVOR)
ତହିଁରେ ଯୋୟାଶ୍‍ ରାଜା ଯିହୋୟାଦା ଯାଜକକୁ ଓ ଅନ୍ୟ ଯାଜକମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଗୃହର ଭଗ୍ନସ୍ଥାନସବୁ କାହିଁକି ପୁନଃନିର୍ମାଣ କରୁନାହଁ ? ଏହେତୁ ତୁମ୍ଭେମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆଉ ମୁଦ୍ରା ନିଅ ନାହିଁ, ମାତ୍ର ଗୃହର ଭଗ୍ନସ୍ଥାନ ନିମନ୍ତେ ତାହା ସମର୍ପଣ କର।”

1 2 3 4 5 6 7 8 9 10 11 12 13 14 15 16 17 18 19 20 21