ଦିତୀୟ ରାଜାବଳୀ 20 : 1 (IRVOR)
ହିଜକୀୟଙ୍କ ଅସୁସ୍ଥତା ଓ ଆରୋଗ୍ୟତା ସେହି ସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ତାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।’ ”

1 2 3 4 5 6 7 8 9 10 11 12 13 14 15 16 17 18 19 20 21