ଦିତୀୟ ରାଜାବଳୀ 22 : 16 (IRVOR)
ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ଯିହୁଦାର ରାଜା ଏହି ପୁସ୍ତକର ଯେଉଁ ଯେଉଁ ବାକ୍ୟ ପାଠ କରିଅଛି, ସେହି ସମସ୍ତ ଘଟାଇବା।

1 2 3 4 5 6 7 8 9 10 11 12 13 14 15 16 17 18 19 20