ଦିତୀୟ ରାଜାବଳୀ 24 : 15 (IRVOR)
ଆହୁରି ନବୂଖଦ୍‍ନିତ୍ସର ଯିହୋୟାଖୀନ୍‍ଙ୍କୁ ବାବିଲକୁ ନେଇଗଲା ଏବଂ ରାଜାଙ୍କ ମାତାକୁ ଓ ରାଜାଙ୍କର ପତ୍ନୀମାନଙ୍କୁ ଓ ତାଙ୍କର ନପୁଂସକମାନଙ୍କୁ ଓ ଦେଶର ପ୍ରଧାନ ଲୋକମାନଙ୍କୁ ସେ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା।

1 2 3 4 5 6 7 8 9 10 11 12 13 14 15 16 17 18 19 20