ଦିତୀୟ ରାଜାବଳୀ 7 : 17 (IRVOR)
ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ତାହାକୁ ନଗର ଦ୍ୱାର ରକ୍ଷା କରିବା ପାଇଁ ନିଯୁକ୍ତ କଲେ; ଏଥିରେ ଲୋକମାନେ ନଗର ଦ୍ୱାରରେ ତାହାକୁ ଦଳି ପକାଇଲେ, ତହିଁରେ ରାଜା ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଯିବା ବେଳେ ପରମେଶ୍ୱରଙ୍କ ଲୋକ ତାଙ୍କୁ ଯେପରି କହିଥିଲେ, ତଦନୁସାରେ ସେ ମଲା।

1 2 3 4 5 6 7 8 9 10 11 12 13 14 15 16 17 18 19 20