ଦିତୀୟ ରାଜାବଳୀ 8 : 1 (IRVOR)
ଶୁନେମୀୟା ସ୍ତ୍ରୀର ଇସ୍ରାଏଲକୁ ପ୍ରତ୍ୟାବର୍ତ୍ତନ ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ରକୁ ପୁନର୍ଜୀବିତ କରିଥିଲେ, ସେହି ସ୍ତ୍ରୀକୁ କହିଥିଲେ, “ଉଠ, ତୁମ୍ଭେ ଓ ତୁମ୍ଭ ପରିବାର ଯାଇ ଯେଉଁଠାରେ ପ୍ରବାସ କରିପାର, ସେଠାରେ ପ୍ରବାସ କର; କାରଣ ସଦାପ୍ରଭୁ ଦୁର୍ଭିକ୍ଷ ଆଜ୍ଞା କରିଅଛନ୍ତି; ଆଉ ତାହା ମଧ୍ୟ ସାତ ବର୍ଷ ପର୍ଯ୍ୟନ୍ତ ଦେଶରେ ରହିବ।”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29