ଦିତୀୟ ରାଜାବଳୀ 8 : 5 (IRVOR)
ତହିଁରେ ଇଲୀଶାୟ କିପରି ମୃତ ଲୋକକୁ ପୁନର୍ଜୀବିତ କରିଥିଲେ, ଏହା ଗିହେଜୀ ରାଜାଙ୍କୁ କହିବା ବେଳେ, ଦେଖ, ଯେଉଁ ସ୍ତ୍ରୀର ପୁତ୍ରକୁ ସେ ପୁନର୍ଜୀବିତ କରିଥିଲେ, ସେ ସ୍ତ୍ରୀ ରାଜାଙ୍କ ନିକଟରେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରୁଅଛି। ଏଥିରେ ଗିହେଜୀ କହିଲା, “ହେ ମୋର ପ୍ରଭୁ, ମହାରାଜ, ଏ ସେହି ସ୍ତ୍ରୀ ଓ ତାହାର ପୁତ୍ର, ଯାହାକୁ ଇଲୀଶାୟ ପୁନର୍ଜୀବିତ କରିଥିଲେ।”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29