ଦିତୀୟ ରାଜାବଳୀ 8 : 9 (IRVOR)
ଏଥିରେ ହସାୟେଲ ତାଙ୍କୁ ସାକ୍ଷାତ କରିବାକୁ ଗଲା ଓ ଦମ୍ମେଶକର ସକଳ ଉତ୍ତମ ବସ୍ତୁର ଚାଳିଶ ଓଟର ବୋଝ ଉପହାର ସଙ୍ଗେ ନେଇ ଆସି ତାଙ୍କ ସମ୍ମୁଖରେ ଉଭା ହୋଇ କହିଲା, “ଆପଣଙ୍କ ପୁତ୍ର ଅରାମର ରାଜା ବିନ୍‍ହଦଦ୍‍ ଆପଣଙ୍କ ନିକଟକୁ ମୋତେ ପଠାଇ ପଚାରୁଅଛନ୍ତି, ‘ମୁଁ କ’ଣ ଏହି ପୀଡ଼ାରୁ ମୁକ୍ତ ହେବି ?’ ”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29