ଦିତୀୟ ରାଜାବଳୀ 9 : 1 (IRVOR)
ଯେହୂ ଇସ୍ରାଏଲର ରାଜା ରୂପେ ଅଭିଷିକ୍ତ ଏଥିଉତ୍ତାରେ ଇଲୀଶାୟ ଭବିଷ୍ୟଦ୍‍ବକ୍ତା ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଜଣକୁ ଡାକି କହିଲେ, “ତୁମ୍ଭ କଟି ବାନ୍ଧ ଓ ଏହି ତୈଳ ଶିଶି ହସ୍ତରେ ନେଇ ରାମୋତ୍‍-ଗିଲୀୟଦକୁ ଯାଅ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37