ଦିତୀୟ ଶାମୁୟେଲ 10 : 19 (IRVOR)
ତହୁଁ ହଦଦେଷରର ଅଧୀନ ସମସ୍ତ ରାଜା ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଇସ୍ରାଏଲ ସହିତ ଶାନ୍ତିର ଚୁକ୍ତି କରି ସେମାନଙ୍କର ଦାସ ହେଲେ। ଏହେତୁ ଅରାମୀୟମାନେ ଅମ୍ମୋନ-ସନ୍ତାନଗଣକୁ ଆଉ ସାହାଯ୍ୟ କରିବାକୁ ଭୟ କଲେ।

1 2 3 4 5 6 7 8 9 10 11 12 13 14 15 16 17 18 19