ଦିତୀୟ ଶାମୁୟେଲ 16 : 1 (IRVOR)
ଦାଉଦ ଓ ସୀବଃ ଏଥିଉତ୍ତାରେ ଦାଉଦ ଉଠାଣି ଶୃଙ୍ଗ ପାର ହୋଇ ଅଳ୍ପ ବାଟ ଅଗ୍ରସର ହେଲା ଉତ୍ତାରେ ଦେଖ, ମଫୀବୋଶତ୍‍ର ଦାସ ସୀବଃ ସଜ୍ଜିତ ଦୁଇ ଗର୍ଦ୍ଦଭ ସଙ୍ଗେ ନେଇ ତାଙ୍କୁ ଭେଟିଲା, ସେହି ଗର୍ଦ୍ଦଭମାନଙ୍କ ଉପରେ ଦୁଇ ଶହ ରୁଟି, ଶହେ ପେନ୍ଥା ଦ୍ରାକ୍ଷାଫଳ ଓ ଶହେ ଗ୍ରୀଷ୍ମକାଳୀନ ଫଳ ଓ ଏକ କୁମ୍ପା (ବୋତୋଲ୍) ଦ୍ରାକ୍ଷାରସ ଥିଲା।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23