ଦିତୀୟ ଶାମୁୟେଲ 6 : 5 (IRVOR)
ପୁଣି ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ସମ୍ମୁଖରେ ଦେବଦାରୁ କାଷ୍ଠରେ ନିର୍ମିତ ନାନା ପ୍ରକାର ବାଦ୍ୟଯନ୍ତ୍ର, ବୀଣା ଓ ନେବଲ ଓ ଦାରା ଓ ମନ୍ଦିରା ଓ କରତାଳ ବଜାଇଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23