ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 11 (IRVOR)
ତେବେ, ଯଦି ମୁଁ ଅନ୍ୟାୟକାରୀ ହୋଇଥାଏ ଓ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରିଥାଏ, ତାହାହେଲେ ମୁଁ ମୃତ୍ୟୁଭୋଗ କରିବାକୁ ମନା କରୁ ନାହିଁ; କିନ୍ତୁ ଏମାନେ ମୋ, ବିରୁଦ୍ଧରେ ଯାହାସବୁ ଅଭିଯୋଗ କରୁଅଛନ୍ତି, ସେହି ସବୁ ମଧ୍ୟରେ ଯଦି ପଦେ ସତ୍ୟ ନାହିଁ, ତାହାହେଲେ କୌଣସି ବ୍ୟକ୍ତି ସେମାନଙ୍କ ହସ୍ତରେ ମୋତେ ସମର୍ପଣ କରି ପାରିବେ ନାହିଁ । ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରୁଅଛି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27