ରେରିତମାନଙ୍କ କାର୍ଯ୍ୟର ବିବରଣ 3 : 12 (IRVOR)
ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି ? କିମ୍ବା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି ?

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26