ଦାନିଏଲ 3 : 7 (IRVOR)
ଏହେତୁରୁ ଯେତେବେଳେ ସମସ୍ତ ଲୋକ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ ଓ ସବୁପ୍ରକାର ବାଦ୍ୟ ଶୁଣିଲେ, ସେତେବେଳେ ସମସ୍ତ ଲୋକ, ଗୋଷ୍ଠୀୟ ବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30